ପଶ୍ଚିମାଝଡ଼ ଅପସାରଣ ପରେ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ରାଜ୍ୟକୁ ପ୍ରବେଶ କରୁଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ୪ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ। ଆସନ୍ତା ୨୪ ଘଣ୍ଟା ଆହୁରି […]